Trending
- ଇରାନ ଭାରତକୁ ଖାଲି ବନ୍ଧୁ ବୋଲି କହୁନି, ବନ୍ଧୁତ୍ୱ ନିଭାଉଛି ମଧ୍ୟ,ଷ୍ଟ୍ରେଟ୍ ଅଫ ହରମୁଜ ଦେଇ ଭାରତୀୟ ପତାକା ଥିବା ଏଲ୍ପିଜି ଓ ପେଟ୍ରୋଲ, ଡିଜେଲ୍ ବୋଝେଇ ଜାହାଜ ସହଜରେ ପାସ୍ ହୋଇଯାଉଛି
- ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି,ଜଙ୍ଗଲ ଜମି ବ୍ୟବହାର ନେଇ ମିଳିଛି ମଞ୍ଜୁରୀ
- ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି,ଖଡ଼ିଛୁଆଁ ଉତ୍ସବରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଓଡ଼ିଶାରେ ସବୁ ସହରକୁ ପାଇପ ଗ୍ୟାସ ଲାଇନ୍ ସଂଯୋଗ କରାଯିବ-ନଗର ଉନ୍ନୟନ୍ନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
- ରାଜ୍ୟରେ ଆଉ ୧, ୮୮୯ ନୂଆ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- ପଦରୁ ହଟିବାର କିଛି ଘଣ୍ଟା ପରେ ସୋସିଆଲ ମିଡିଆରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ସାଂସଦ ରାଘବ ଚଢା
- PUCC ଅବଧି ସରିଲା, ଅମାନିଆ ତାଗିଦ କଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
- ନାସାର ବହୁ ପ୍ରତୀକ୍ଷିତ ଆର୍ଟେମିସ୍ ମିଶନ -୨ ସଫଳ ,ମହାକାଶଚାରୀ ସୁରକ୍ଷିତ ଭାବେ ପୃଥିବୀ କକ୍ଷରେ ପହଁଚି ଯାଇଛନ୍ତି
- ଖରିଫ ଧାନକିଣାରେ ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ଭାରତକୁ ଆସୁଛି ୬ ଲକ୍ଷ ବ୍ୟାରେଲ ଇରାନ ଅଶୋଧିତ ତୈଳ
Browsing Category
Education
All education-related news will be uploaded will be uploaded in this page
ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ବାଧ୍ୟତାମୂଳକ ହେଲା ‘ବନ୍ଦେ ମାତରମ୍’ ପାଠ କରିବା
ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା ଉତ୍ତରପ୍ରଦେଶର ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ବାଧ୍ୟତାମୂଳକ ହେଲା 'ବନ୍ଦେ ମାତରମ୍' ପାଠ କରିବା। ଆଜି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘୋଷଣା କରିଛନ୍ତି। ଗୋରଖପୁରରେ ଏକ 'ଏକତା ଯାତ୍ରା' (ଏକତା ମାର୍ଚ୍ଚ) କାର୍ଯ୍ୟକ୍ରମରେ ଉଦବୋଧନ…
ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ
ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ । ରେଗୁଲାର,ଏକ୍ସ-ରେଗୁଲାର ପରୀକ୍ଷା ପାଇଁ ହେବ ଫର୍ମପୂରଣ । ନଭେମ୍ବର ୮ରୁ ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ସମସ୍ତେ କେବଳ ଅନଲାଇନରେ ଫର୍ମ ପୂରଣ କରିବେ ।…
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ
ଜେଏନୟୁରେ ଛାତ୍ରସଂଘ ନିର୍ବାଚନରେ ବାଜିମାତ କଲା ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନ। ସମସ୍ତ ୪ଟି ପଦବୀରେ ବାମ ଦଳ ସମର୍ଥିତ ଛାତ୍ର ସଙ୍ଗଠନର ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଛାତ୍ରସଂଘ ସଭାପତି ଭାବେ ବିଜୟୀ ହୋଇଛନ୍ତି ଏଆଇଏସଏର ଅଦିତି ମିଶ୍ରା । ଏବିଭିପି ପ୍ରାର୍ଥୀ ବିକାଶ ପଟେଲଙ୍କୁ ପରାଜିତ…
ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମରେ ସାମିଲ ହେବ ଏଆଇ
ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପାଠ୍ୟକ୍ରମରେ ଶିକ୍ଷା ପ୍ରଦାନ କରାଯିବ। ୨୦୨୬-୨୭ ଶିକ୍ଷାବର୍ଷରୁ ସାରା ଦେଶରେ ଏହାକୁ ଲାଗୁ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଣ୍ଟା ଭିଡ଼ିଛି। ଚଳିତବର୍ଷ ଶେଷ ସୁଦ୍ଧା ପାଠ୍ୟ ଉପକରଣ, ହ୍ୟାଣ୍ଡ୍ବୁକ୍ ଓ…
କ୍ୟାମ୍ପସ୍ ହେବ ନିଶାମୁକ୍ତ , ପ୍ରତି କ୍ୟାମ୍ପସ୍ରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର
କ୍ୟାମ୍ପସ୍କୁ ନିଶାମୁକ୍ତ କରିବା ଲାଗି ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ପ୍ରତି କ୍ୟାମ୍ପସ୍ରେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର ନିଯୁକ୍ତ ହେବେ। କଲେଜ ଏବଂ ବିଶ୍ବ ବିଦ୍ୟାଳୟର ଜଣେ ଅଧ୍ୟାପକ କିମ୍ବା ଅଧ୍ୟାପିକାଙ୍କୁ ମଧ୍ୟ…
ବାତ୍ୟା ମନ୍ଥା ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖ
ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ…
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି…
ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ
ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ। ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ। ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ…