Browsing Category

Jobs

୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ ,୮ଟି ଜିଲ୍ଲାରେ ହେବ ୧୦ଟି ପ୍ରକଳ୍ପ , ପ୍ରାୟ…

୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ । ୮ଟି ଜିଲ୍ଲାରେ ହେବ ୧୦ଟି ପ୍ରକଳ୍ପ । ପ୍ରାୟ ୯,୦୦୦ ନିଯୁକ୍ତି ସୃଷ୍ଟି ହେବ । ନବୀକରଣ ଶକ୍ତି ଏବଂ ସେମିକଣ୍ଡକ୍ଟର ପ୍ରକଳ୍ପଗୁଡ଼ିକ ଉପରେ ସରକାରଙ୍କ ଗୁରୁତ୍ୱ । ଖୋର୍ଦ୍ଧାରେ ହେବ ସେମିକଣ୍ଡକ୍ଟର ମେମୋରି ଚିପ୍…

ହୋମ ଗାର୍ଡ ପଦବୀ ,୧୮୩ ପଦ ପାଇଁ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ

୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ ପଦବୀ ପାଇଁ ୮ହଜାର ଆଶାୟୀ ପରୀକ୍ଷା ଦେଇଛନ୍ତି । ଦେଢ ଘଣ୍ଟାରେ ଗୋଟିଏ…

ପୁଅର ପରୀକ୍ଷା ପାଇଁ ବାପା ରାତିସାରା ୮୦୦ କିମି କାର୍ ଚଳାଇଲେ

ଇଣ୍ଡିଗୋ ଏୟାରଲାଇନ୍ସର ଅନେକ ବିମାନ ବାତିଲ ହେବା କାରଣରୁ ଦେଶବ୍ୟାପୀ ହଜାର ହଜାର ଯାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ହରିଆଣାର ରୋହତକ ଜିଲ୍ଲାର ମାୟନା ଗାଁର ପଙ୍ଘାଲ୍ ପରିବାର ମଧ୍ୟ ଏହି ପରିସ୍ଥିତିରେ ହଇରାଣ ହୋଇଥିଲେ। ଯୁବ ଆନ୍ତର୍ଜାତୀୟ ବନ୍ଧୁକଚାଳନା ଖେଳାଳି ଆଶିଷ ଚୌଧୁରୀ…

ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ଆୟୋଜିତ ରାଜ୍ୟ ସ୍ତରୀୟ ନିଯୁକ୍ତି ମେଳାରେ ୫୯୧ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ ନଗର ଉନ୍ନୟନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଜଳ ସମ୍ପଦ ବିଭାଗର ୨୫୨ ଜଣ,…

୧୨ଟି ବିଭାଗର ନୂତନ ଭାବେ ଚୟନୀତ ୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଆଜି କେବଳ ଶାସନ କ୍ଷେତ୍ରରେ ଆପଣମାନଙ୍କର ଯାତ୍ରାର ଆରମ୍ଭ ନୁହେଁ, ବରଂ ଏହା ଏକ ଅପୂର୍ବ ମୁହୂର୍ତ୍ତ। ଆଜିଠାରୁ ଆପଣମାନଙ୍କର ଏକ ନୂଆ ଯାତ୍ରା ଆରମ୍ଭ ହୋଇଛି। ଆପଣମାନଙ୍କୁ ବ୍ୟକ୍ତିଗତ ଭାବେ ଆର୍ଥିକ ସୁରକ୍ଷା ମିଳିବ। ଏଥି ପାଇଁ ଆମକୁ ସମାଜ ପାଇଁ କାମ କରିବାକୁ ପଡ଼ିବ। ନିଜର ଅଧ୍ୟବସାୟ,…

ଭାରତର ଶ୍ରମ ସଂହିତାକୁ ସ୍ୱାଗତ କଲେ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ

ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଏବଂ ଅନ୍ତର୍ଜାତୀୟ ସାମାଜିକ ସୁରକ୍ଷା ସଂଘ (ଆଇଏସଏସଏ) ଭଳି ପ୍ରମୁଖ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକ 21 ନଭେମ୍ବର 2025 ରେ ଭାରତ ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ଚାରୋଟି ଶ୍ରମ ସଂହିତାକୁ ସ୍ୱାଗତ କରିଛନ୍ତି। ସାମାଜିକ ସୁରକ୍ଷାକୁ ସୁଦୃଢ଼ ​​କରିବା, …

ଚାରୋଟି ଶ୍ରମ ସଂହିତା ଲାଗୁ କଲେ ସରକାର

ଏକ ଐତିହାସିକ ନିଷ୍ପତ୍ତି କ୍ରମରେ ଭାରତ ସରକାର ଆଜିଠାରୁ ଚାରୋଟି ଶ୍ରମ ସଂହିତା - ମଜୁରୀ ସଂହିତା, ୨୦୧୯, ଶିଳ୍ପ ସମ୍ପର୍କ ସଂହିତା, ୨୦୨୦, ସାମାଜିକ ସୁରକ୍ଷା ସଂହିତା, ୨୦୨୦, ଏବଂ ବୃତ୍ତିଗତ ନିରାପତ୍ତା, ସ୍ୱାସ୍ଥ୍ୟ ଏବଂ କାର୍ଯ୍ୟ ପରିସ୍ଥିତି ସଂହିତା, ୨୦୨୦ - କାର୍ଯ୍ୟକାରୀ କରିଛନ୍ତି ।…

ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି

ଚଳିତ ବର୍ଷ ପ୍ରଯୁକ୍ତି ଜଗତରେ ଏକ ଲକ୍ଷରୁ ଅଧିକ କର୍ମଚାରୀ ଚାକିରି ହରାଇଛନ୍ତି। ଏବର୍ଷ ସାରା ବିଶ୍ବରେ ଛଟେଇର ପ୍ରଭାବ ଥିଲା। ଲେଅଫ୍‌ସ ଡଟ୍‌ ଏଫ୍‌ୱାଇଆଇ ତଥ୍ୟ ଅନୁସାରେ ୨୦୨୫ରେ ବର୍ତ୍ତମାନ ସୁଦ୍ଧା ୨୧୮ଟି ପ୍ରଯୁକ୍ତି କମ୍ପାନି ୧,୧୨,୭୩୨ କର୍ମଚାରୀଙ୍କୁ ଛଟେଇ କରିଛନ୍ତି। ଅଧିକାଂଶ…

ଭାରତୀୟ ରେଳବାଇ ଚାକିରି ପାଇଁ ଏକ ସୁବର୍ଣ୍ଣ ସୁଯୋଗ, ନିଯୁକ୍ତି ପାଇଁ ଏକ ସଂକ୍ଷିପ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି

ଭାରତୀୟ ରେଳବାଇ ଚାକିରି ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆଣିଛି। ରେଳବାଇ ନିଯୁକ୍ତି ବୋର୍ଡ (ଆରଆରବି) ଜୁନିଅର ଇଞ୍ଜିନିୟର (ଜେଇ), ଡିପୋ ମ୍ୟାଟେରିଆଲ୍ ସୁପରିଣ୍ଟେଣ୍ଡେଣ୍ଟ ଏବଂ କ୍ୟାମିକାଲ ଆଣ୍ଡ ମେଟାଲର୍ଜିକଲ ଆସିଷ୍ଟେଣ୍ଡ (ସିଏମଏ) ଭଳି ପଦବୀରେ ନିଯୁକ୍ତି ପାଇଁ ଏକ ସଂକ୍ଷିପ୍ତ ବିଜ୍ଞପ୍ତି…

୧୪ ହଜାର କର୍ମଚାରୀଙ୍କୁ ଛଟେଇ ନେଇ ଘୋଷଣା କରିଛି ଆମାଜନ

ଇ-କମର୍ସ କମ୍ପାନି ଆମାଜନ ବିଶ୍ବରେ ୧୪ ହଜାର କର୍ମଚାରୀଙ୍କୁ ଛଟେଇ ନେଇ ଘୋଷଣା କରିଛି। ଖର୍ଚ୍ଚ ହ୍ରାସ ଏବଂ କୋଭିଡ-୧୯ ମହାମାରୀ ସମୟରେ ହୋଇଥିବା ଅତ୍ୟଧିକ ନିଯୁକ୍ତିର ଉପଯୁକ୍ତ ପରିଚାଳନା ପାଇଁ କମ୍ପାନି ଏହି ଛଟେଇ କରିବ। ଆମାଜନରେ ମୋଟ ପ୍ରାୟ ୧୫ ଲକ୍ଷ କର୍ମଚାରୀ ବିଶ୍ବରେ କାମ…