ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱର ବିମାନ ବନ୍ଦରରେ ଆସନ୍ତାକାଲି ରାତିରେ ପହଞ୍ଚିବା ପରେ ସେ ରାତ୍ରିଯାପନ କରିବେ। ଅଗଷ୍ଟ ୮ ତାରିଖ ଶ୍ରାବଣ ମାସ ଶେଷ ସୋମବାର ସକାଳ ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ଶାହ । କଟକ ଠାରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ପରିଦର୍ଶନ କରିବେ ।ଓଡିଶାର ପ୍ରମୁଖ ସ୍ଵାଧୀନତା ସଂଗ୍ରାମୀ, ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ପୂର୍ବତନ ରାଜ୍ୟପାଳ ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ସ୍ଥାପିତ ପ୍ରଜାତନ୍ତ୍ର ଖବରକାଗଜର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପରବର୍ତ୍ତୀ ସମୟରେ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ରାଜନୈତିକ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post