ଆମେରିକାରେ ଆଜି ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ ଟି-ଟ୍ୱେଣ୍ଟି ସିରିଜର ଚତୁର୍ଥ ମ୍ୟାଚ୍ । ଆମେରିକାର ଫ୍ଲୋରିଡାରେ ଏହି ମ୍ୟାଚ ଖେଳାଯିବାକୁ ନିଷ୍ପତ୍ତି ହୋଇଛି । ଦୁଇ ଦଳର ଖେଳାଳି ଅଭ୍ୟାସ କରିଥିବା ବେଳେ ଆଜିର ମ୍ୟାଚ ଜିତି ପୁରା ସିରିଜ କବ୍ଜା କରିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ। ଆମେରିକାରେ କ୍ରିକେଟ ଲୋକପ୍ରିୟ କରିବା ପାଇଁ ଏପରି ପ୍ଲାନ ରହିଛି । ଆମେରିକାରେ ଭାରତର ଅଧିକ ପ୍ରଶଂସକ ମଧ୍ୟ ରହୁଛନ୍ତି । ତେଣୁ ଏହି ମ୍ୟାଚ ଦେଖିବାକୁ ଭିଡ ହୋଇପାରେ । ଟି-ଟ୍ୱେଣ୍ଟି ବିଶ୍ୱକପ୍ ପୂର୍ବରୁ ଏହି ମ୍ୟାଚ ବିଜୟ ରୋହିତବାହିନୀ ପାଇଁ ଜରୁରୀ ହୋଇପଡିଛି । କିଏ ଓପନିଂ କରିବେ ତାହା ମଧ୍ୟ ଖେଳ ଆରମ୍ଭ ପୂର୍ବରୁ ଜଣାପଡିବ । ମିଡିଲ ଅର୍ଡର ସମସ୍ୟାର ସମାଧାନ ମଧ୍ୟ ଭାରତକୁ କରିବାକୁ ପଡ଼ିବ । ରାତି ଆଠଟାରେ ମ୍ୟାଚ ଖେଳ ଆରମ୍ଭ ହେବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post