ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ୨୦୨୧ ମସିହାରୁ ଚଳିତ ବର୍ଷର ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯାଉଛି । ଏଥି ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବର୍ଷ ତମାମ ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକ ଆୟୋଜିତ ହେଉଛି । ଏହି କ୍ରମରେ ସମ୍ବଲପୁର ଜିଲା ଭାରତୀୟ ଜନତା ପାର୍ଟିର ଶାଖା ତରଫରୁ ୪ ଦିନବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଜିଲା ଭାଜପା ପକ୍ଷରୁ ଗଣମାଧ୍ୟମ ସଂଯୋଜକ ମାନସ ବକ୍ସୀଙ୍କ ସୂଚନାନୁଯାୟୀ, ଆସନ୍ତା ୧୨ ତାରିଖରେ ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିଶାଳ ମୋଟର ସାଇକେଲ ରାଲି କରାଯିବ । ମୋଟର ସାଇକେଲ ରାଲି ସକାଳ ୧୦ଟାରୁ ସ୍ଥାନୀୟ ଭତରାରୁ ଆରମ୍ଭ ହୋଇ ସମ୍ବଲପୁର ସହର ପରିକ୍ରମା ପରେ ହୀରାକୁଦ, ବୁର୍ଲା ଦେଇ ଗୋଶାଳା ଠାରେ ମଧ୍ୟାହ୍ନ ୨ଟାରେ ସମ୍ପନ୍ନ ହେବ ।
Trending
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Next Post