ଆଜି ଦିଲ୍ଲୀ ସରକାର ରାଜ୍ୟରେ କରୋନା କଟକଣା ଲଗାଇବା ଆରମ୍ଭ୍ କରିଛନ୍ତି ।ଗୋଟିଏ ପଟେ ସାରା ଦେଶରେ ପୁଣି କରୋନା ସଂକ୍ରମଣ ବଢିଥିବା ବେଳେ ପୂର୍ବଭଳି ଦିଲ୍ଲୀରେ ସର୍ବଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି ।ଦିଲ୍ଲୀ ସରକାର ପୁଣି ରାଜ୍ୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି । ଏହି କଟକଣାକୁ ଅବମାନନା କଲେ ପୂର୍ବଭଳି ୫୦୦ ଟଙ୍କା ଜରିମାନା ଆଦାୟ କରିବାକୁ ଦିଲ୍ଲୀ ସରକାର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ହେଲେ ବ୍ୟକ୍ତିଗତ କାରରେ ଯାତାୟତ କରୁଥିବା ଲୋକଙ୍କ ପାଇଁ ମାସ୍କ କଟକଣା ବାଧ୍ୟତାମୂଳକ କରାଯାଇ ନାହିଁ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ