ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ମେଟ୍ରୋ ଟିଭି ଓଡିଶା,୧୪/୧: ଜାନୁଆରି ୩୧ରୁ ସଂସଦର ବଜେଟ ଅଧିବେଶନ । ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଚାଲିବ ସଂସଦର ବଜେଟ ଅଧିବେଶନ । ଜାନୁଆରି ୩୧ରୁ ଫେବ୍ରୁଆରୀ ୧୧ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ । ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ଦ୍ୱିତୀୟ ଅଧିବେଶନ ।