ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କର ଶେଷ ଯାତ୍ରା

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶ୍ରଦ୍ଧାଞ୍ଜଳି ଏବଂ ଶେଷ ବିଦାୟ ଦେଇଛନ୍ତି ବିଶ୍ବନେତା । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଥିରେ ସାମିଲ ହୋଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଆବେ ତାଙ୍କର ଜଣେ ଭଲ ବନ୍ଧୁ ଥିଲେ। ଆବେ ଜାପାନର ପ୍ରଧାନମନ୍ତ୍ରୀ ଥିଲା ବେଳେ ଅନେକ ଥର ଭାରତ ଗସ୍ତ କରିଥିଲେ। ଏହି ସମୟରେ ମୋଦିଙ୍କ ଆତିଥେୟତାରେ ସେ ବହୁତ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ