ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଭୂମିହୀନ ହିତାଧିକାରୀଙ୍କୁ ଜମି ଯୋଗାଇବାକୁ ଓଡ଼ିଶା ସମେତ ୫ ରାଜ୍ୟକୁ ଚିଠି ଲେଖିଲା କେନ୍ଦ୍ର । ଚଳିତ ମାସ ୧୫ ସୁଦ୍ଧା ଭୂମିହୀନ ହିତାଧିକାରୀମାନଙ୍କୁ ଜମି ଯୋଗାଇ ନଦେଲେ ଅନୁଦାନ ଫେରାଇନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି କେନ୍ଦ୍ର ସରକାର । ଓଡ଼ିଶା ସହ ତାମିଲନାଡ଼ୁ, ବିହାର, ମହାରାଷ୍ଟ୍ର ଓ ଆସାମକୁ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରାଳୟ ଏହି ଚେତାବନୀ ଦେଇଛି । ଓଡ଼ିଶାରେ ୫୭ ହଜାର ୯୩୨ ଭୂମିହୀନ ହିତାଧିକାରୀଙ୍କ ମଧ୍ୟରୁ ୩୯ ହଜାର ୮୯ ଜଣଙ୍କୁ ଜମି ଯୋଗାଇ ଦିଆଯାଇଥିବା ବେଳେ ଅନ୍ୟ ୧୮ ହଜାର ୮୪୩ ହିତାଧିକାରୀଙ୍କୁ ଏପର୍ଯ୍ୟନ୍ତ ଜମି ମିଳନାହିଁ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post