ନଭେମ୍ବର ମାସରେ ବାତ୍ୟାକୁ ନେଇ ଚାଷୀ ଚିନ୍ତିତ । ଭାରତୀୟ ପାଣିପାଗ ବିଭାଗ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମେଣ୍ଡୋସ୍ ଘୂର୍ଣ୍ଣିଝଡ଼ ପାଇଁ ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ବାତ୍ୟା ସତର୍କତା ଜାରି କରିଛି । ଏହି ଘୂର୍ଣ୍ଣିଝଡ଼ ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ପାଶ୍ୱବର୍ତ୍ତୀ ଅଞ୍ଚଳ ଦେଇ ପୁଡୁଚେରୀ ଓ ଶ୍ରୀହରିକୋଟା ମଧ୍ୟରେ ମାଲାପୁରମ୍ ଠାରେ ସ୍ଥଳଭାଗ ଅତିକ୍ରମ କରିବ। ସେହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୬୫ରୁ ୭୫ କିଲୋମିଟର ରହିବ । ଆଜି ମଧ୍ୟରାତ୍ରିରେ ପବନର ବେଗ ୮୫ କିଲୋମିଟର ରହିବାର ସମ୍ଭାବନା ଅଛି । ଏହାର କିଛି ପ୍ରଭାବ ଓଡ଼ିଶାରେ ମଧ୍ୟ ପଡ଼ିପାରେ । ଆଜିଠୁ କୋହଲା ପାଗ ରାଜ୍ୟରେ ଦେଖିବାକୁ ମିଳିଛି ।
Trending
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ