ଆଜିଠୁ ଫିଫା ବିଶ୍ବକପ୍ର ସେମିଫାଇନାଲ୍ । ପ୍ରଥମ ମ୍ୟାଚ୍ରେ ମେସିଙ୍କ ଆର୍ଜେଣ୍ଟିନା ସହିତ କ୍ରୋଏସିଆର ମୁକାବିଲା ହେବ। ସେହିପରି ପୂର୍ବତନ ବିଜେତା ଫ୍ରାନ୍ସ ଓ ଚଳିତ ବର୍ଷର ବଡ଼ ବିପର୍ଯ୍ୟୟକାରୀ ମରକ୍କୋ ମଧ୍ୟରେ ବୁଧବାର ଦ୍ବିତୀୟ ସେମିଫାଇନାଲ୍ ମ୍ୟାଚ୍ ଖେଳାଯିବ। ଫ୍ରାନ୍ସ ଓ ଆର୍ଜେଣ୍ଟିନା ଏଥର ଟ୍ରଫି ଦାବିଦାର ଅଛନ୍ତି । ଅନ୍ୟପକ୍ଷରେ ଗତ ସଂସ୍କରଣର ଉପବିଜେତା କ୍ରୋଏସିଆ ଏବେ ବି ଫର୍ମରେ ଅଛି । ମରକ୍କୋ ମଧ୍ୟ ଭଲ ଖେଳୁଛି । ଆର୍ଜେଣ୍ଟିନା ଶେଷଥର ପାଇଁ ୨୦୧୪ରେ ଫାଇନାଲ୍କୁ ଯାଇଥିଲା, କିନ୍ତୁ ଦଳ ଉପବିଜେତା ହୋଇଥିଲା। ଏଥର ଯିଏ ଫିଲ୍ଡ ଗୋଲ କରିବ ସେହି ଦଳ ଜିତିବା ସହଜ ହେବ । ତେବେ କିଏ ଜିତୁଛି ଆଜି ତାହାକୁ ଅପେକ୍ଷା ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ