Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
ମେଟ୍ରୋ ଟିଭି ଓଡିଶା,୧୭/୧: ହିମାଚଳର ବୃଦ୍ଧା ଏବେ ଚର୍ଚ୍ଚାରେ ସେ ନିଜ ସବୁ ସମ୍ପତ୍ତି ସରକାରଙ୍କୁ ଦାନ କରି ଚର୍ଚ୍ଚାର ବିଷୟ ପାଲଟିଛନ୍ତି । ବୃଦ୍ଧା ଜଣକ ନିଜର ୫କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଦାନ କରି ଦେଇଛନ୍ତି । ଗତବର୍ଷ ସେ ନିଜ ସ୍ତ୍ରୀକୁ ହରାଇଥିଲେ । ତାଙ୍କ ସ୍ତ୍ରୀର ଶେଷ ଇଚ୍ଛା ଥିଲା ସମସ୍ତ ସମ୍ପତ୍ତି ସରକାରଙ୍କୁ ଦେଇଦେବା ପାଇଁ । ନିଜ ଘରକୁ ବୃଦ୍ଧାଶ୍ରମ କରିବାକୁ ଚୁକ୍ତି କରିଛନ୍ତି ।
Next Post