Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
ମେଟ୍ରୋ ଟିଭି ଓଡିଶା,୧୭/୧: ବହୁ ଚର୍ଚ୍ଚିତ ଅଭିଷେକ ମହାପାତ୍ର ଙ୍କ ମୃତ୍ୟୁ ପରେ ତାଙ୍କ ସହଧର୍ମିଣୀ ଚିକିତ୍ସା ପାଇଁ ପାଇଥିବା ସହାୟତା ରାଶିକୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି କୁ ଫେରାଇଲେ ପତ୍ନୀ ମୌସୁମୀ ମହାନ୍ତି । ଏହି ଉପଲକ୍ଷେ ଆଜି ମୃତ ଅଭିଷେକ ମହାପାତ୍ର ଙ୍କ ସହଧର୍ମିଣୀ, ତାଙ୍କ ବାପା ଏବଂ ସମ୍ପର୍କୀୟ ମାନେ ଭଦ୍ରକ ଜ଼ିଲ୍ଲାପାଳଙ୍କ ପାଖକୁ ଆସି ମୋଟ ୪୦ ଲକ୍ଷ ଟଙ୍କା ର ଡ୍ରାଫ୍ଟ ପ୍ରଦାନ କରିଛନ୍ତି । ସେଥିମଧ୍ୟରୁ ୩୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି କୁ ଏବଂ ୧୦ ଲକ୍ଷ ଟଙ୍କା ଜ଼ିଲ୍ଲା ରେଡକ୍ରସ ପାଣ୍ଠି କୁ ପ୍ରଦାନ କରିଛନ୍ତି ।
Prev Post
Next Post