Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Prev Post
ମେଟ୍ରୋ ଟିଭି ଓଡିଶା,୧୮/୧: ସୋମବାର ଆଫଗାନିସ୍ତାନରେ ହୋଇଥିବା ଭୂମିକମ୍ପ ଫଳରେ ୨୬ ଜଣଙ୍କର ମୃତ୍ୟୁ ଘଟିଛି । ଆଫଗାନିସ୍ତାନର ପଶ୍ଚିମରେ ଅବସ୍ଥିତ ବାଗିସ୍ ପ୍ରଦେଶରେ ସୋମବାର ଅପରାହ୍ନରେ ୨ଟି ଭୂକମ୍ପର କମ୍ପନ ଯୋଗୁଁ ତୁର୍କମେନିସ୍ତାନନିକଟରେ ଥିବା ସୀମା କମ୍ପିତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତ୍ରୀବତା ଥିଲା ୫ ଦଶମିକ ୩। ଭୂକମ୍ପରେ ବହୁ ଧନଜୀବନ ନଷ୍ଟ ହୋଇଛି। 