ସୈନିକ ସ୍କୁଲର ହୀରକ ଜୟନ୍ତୀ

। ସୈନିକ ସ୍କୁଲର ୬୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ଦୁଇ ଦିନିଆ ହୀରକ ଜୟନ୍ତୀ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ହୀରକ ଜୟନ୍ତୀ ଅବସରରେ ଭୁବନେଶ୍ୱର ସୈନିକ ସ୍କୁଲ ପ୍ରତିଷ୍ଠାତା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଦୁଇ ଦିନିଆ ଉତ୍ସବ ଅବସରରେ ଆର୍ମି ଡଗ୍ ଶୋ, କାଉଣ୍ଟର ଟେରରିଜମ ଡେମନଷ୍ଟ୍ରେସନ, ନାଭାଲ ବ୍ୟାଣ୍ଡ, ଏରୋ ଡାଇନାମିକ ଶୋ ଅନୁଷ୍ଠିତ ହେବ ।