ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ

ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ହେବ ଉଦଘାଟନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିବେ । ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ ।