ଭାରତର ବଜେଟ୍ ଉପରେ ପୂରା ବିଶ୍ବର ଦୃଷ୍ଟି ରହିଛି
ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଭାରତର ବଜେଟ୍ ଉପରେ ପୂରା ବିଶ୍ବର ଦୃଷ୍ଟି ରହିଛି।
Speaking at the start of Budget Session of Parliament. https://t.co/3F7I8SKd8O
— Narendra Modi (@narendramodi) January 31, 2023