ନିଲମ୍ବିତ ହେଲେ ନବ ଦାସଙ୍କ ପିଏସ୍ଓ
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ଘଟଣାକୁ ନେଇ ତଦନ୍ତ ଜାରି ରହିଥିବାବେଳେ ନବ ଦାସଙ୍କ ପିଏସ୍ଓ ମିତ୍ରଭାନୁ ଦେଓ ସସ୍ପେଣ୍ଡ ହୋଇଥିବା ଖବରରୁ ଜଣା ପଡିଛି। ପୂର୍ବରୁ ଝାରସୁଗୁଡ଼ା ଏସ୍ପି ଏବଂ ଏସ୍ଡିପିଓଙ୍କୁ ବଦଳି କରାଯାଇଥିଲା। ଝାରସୁଗୁଡ଼ା ଏସ୍ପି ରାହୁଲ ଜୈନଙ୍କ ବଦଳି କରାଯାଇଥିବାବେଳେ ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ମଧ୍ୟ ବଦଳି କରାଯାଇଛି। ବ୍ରଜରାଜନଗର ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କୁ ସମ୍ବଲପୁର ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି। ଶ