ପଶ୍ଚିମା ଝଡ଼ ପ୍ରଭାବରେ ୬ ଜିଲ୍ଲାରେ ଝଡ଼ବର୍ଷା । ଝଡ଼ ପ୍ରଭାବରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଆଜି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଡ଼ି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଣୁ ଏହି ୬ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବିଶେଷକରି, ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ରହିଛି।
Trending
- ଗଣେଶ ଉତ୍ସବ
- ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
Prev Post