Odisha ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ: ମୁଖ୍ୟମନ୍ତ୍ରୀ On Mar 26, 2023 ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କବିସୂର୍ଯ୍ୟନଗରରେ ପହଞ୍ଚି ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ ବୋଲି ତାଙ୍କର ଭାଷଣରେ କହିଛନ୍ତି। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି ଆହ୍ୱାନ ଦେଇଛନ୍ତି।ଏହାସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ୨୮୦କୋଟିର ରୁଣ ପ୍ରଦାନ କରିବା କଥା ବି ଘୋଷଣା କରିଛନ୍ତି ନବୀନ। ଏହାବ୍ୟତୀତ ସେ ଗ୍ରାମକଣ୍ଠ ଘରଡିହ ପଟ୍ଟା ମଧ୍ୟ ବାଂଟିଛନ୍ତି। Share