ମୌସୁମୀ ବର୍ଷା ୯୬% – ଆଇଏମଡି ଡିଜି
ମୌସୁମୀ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ପରିମାଣ ୯୬% ହେବା ନେଇ ପୂର୍ବାମନୁମାନ କରାଯାଇଛି। ମୌସୁମୀରେ ଦେଶରେ ହାରାହାରି ୮୭ ସେଣ୍ଟିମିଟର ବର୍ଷା ହୋଇଥାଏ। ଚଳିତ ବର୍ଷ ୯୬% ହିସାବରେ ୮୩.୫ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି।