ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା

ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ  କହିଛନ୍ତି, ଓଡ଼ିଶାରେ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ମିଶନ ମୋଡରେ ଶିଳ୍ପାୟନ ଆଗେଇବ। ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ୩୦ନିୟୁତ ମେଟ୍ରିକ୍ ଟନ୍ ଇସ୍ପାତ  ଉତ୍ପାଦନ କରିବ।