ଦିଲ୍ଲୀ : ଜେଲ୍ ଭିତରେ ଦୁଇ ଗ୍ୟାଙ୍ଗ୍ ସଦସ୍ୟଙ୍କ ମଧ୍ୟରେ ବିବାଦ ଉପୁଜି ଆକ୍ରମଣରେ ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ ଘଟିଛି। ତିହାର ଜେଲରେ ଟିଲୁ ତାଜପୁରିଆ ଉପରେ ଆକ୍ରମଣ ହୋଇଥିବା ବେଳେ ତାକୁ ଚିକିତ୍ସା ପାଇଁ ତୁରନ୍ତ ଦିନ୍ ଦୟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଟିଲୁର ମୃତ୍ୟୁ ଘଟିଛି।୮ ନମ୍ବର ସେଲ୍ରେ ବନ୍ଦୀ ହୋଇଥିବା ଯୋଗେଶ ଟୁଣ୍ଡା ନାମକ ଜଣେ କଏଦୀ ଏକ ଲୁହା ରଡ୍ ସହାୟତାରେ ୯ ନମ୍ବର ସେଲ୍ରେ ଥିବା ଟୁଲୁକୁ ଆକ୍ରମଣ କରିଥିଲା।
Trending
- ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଅଭିଯୋଗ ଶୁଣାଣି,୧୨ ଜଣ ରୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ
- ପାରଳାଖେମୁଣ୍ଡି ACF ସୌମ୍ୟ ମୃତ୍ୟୁ ମାମଲାରେ ବଡ଼ ମୋଡ଼,ଆତ୍ମସମର୍ପଣ କଲେ ଗଜପତିର ତତ୍କାଳୀନ DFO ସଂଗ୍ରାମ ବେହେରା
- ନାଇଡୁ ରିପୋର୍ଟ ଫାଇଲକୁ ନେଇ ବଡ଼ ପଦକ୍ଷେପ,ନାଇଡୁ କମିସନ ଫାଇଲ ଖୋଜିବ କ୍ରାଇମବ୍ରାଞ୍ଚ
- କକରୋଚ୍ ଜନତା ପାର୍ଟି ପରେ ଇ୨୦ ଜନତା ପାର୍ଟି ମୁଣ୍ଡ ଟେକିଛି, ୧୦୦ ପ୍ରତିଶତ ଶୁଦ୍ଧ ପେଟ୍ରୋଲ ମିଳିବା ଦାବି ନେଇ ଆନ୍ଦୋଳନ ଓ୍ବହ୍ଲାଇବ
- ଆଜି ନୀଳାଦ୍ରି ବିଜେ,ମହାପ୍ରଭୁ ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ
- ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍–୧୬’ର ବିଜେତା ଭାବେ ଇତିହାସ ସୃଷ୍ଟି କଲେ ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ
- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ , ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ
- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଲେ ପ୍ରହ୍ଲାଦ ଯୋଶୀ
- ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ୍ ରନ୍ , ତମାଣ୍ଡୋ ଫୁଟ୍ ଓଭରବ୍ରିଜ୍ ନିକଟରେ ଧକ୍କା ଦେଲା ଅଜଣା ଗାଡ଼ି,ମିଳିଲା ମୃତକଙ୍କ ମୁଣ୍ଡ ବିହୀନ ମୃତଦେହ
- ଆଜି ଦେଶ ପାଳୁଛି ୨୭ତମ କାରଗିଲ ବିଜୟ ଦିବସ, ଯବନାଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି ଦେଶବାସୀ
Prev Post
Next Post