ରାଷ୍ଟ୍ରପତିଙ୍କୁ ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ: ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ- ‘ଗ୍ରାଣ୍ଡ ଅର୍ଡର ଅଫ୍ ଦ ଚେନ୍ ଅଫ୍ ଦ ୟେଲୋ ଷ୍ଟାର’ ପାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ଖୁସି ପ୍ରକଟ କରିଛନ୍ତି ରାଷ୍ଟ୍ରପତି ।

ରାଷ୍ଟ୍ରପତିଙ୍କୁ ସୁରିନାମର ସର୍ବୋଚ୍ଚ ନାଗରିକ ସମ୍ମାନ- ଗ୍ରାଣ୍ଡ ଅର୍ଡର ଅଫ୍ ଦ ଚେନ୍ ଅଫ୍ ଦ ୟେଲୋ ଷ୍ଟାର ଦ୍ୱାରା ସମ୍ମାନିତ କରାଯାଇଥିବାରୁ ତାଙ୍କୁ ଅଭିନନ୍ଦନ। ସରକାର ଏବଂ ସୁରିନାମ ଲୋକଙ୍କ ଏହି ବିଶେଷ ଭାବ ଆମ ଦେଶ ସହ ସ୍ଥାୟୀ ବନ୍ଧୁତ୍ୱର ପ୍ରତୀକ।’