ର’ ମୁଖ୍ୟ ହେଲେ ରବି ସିହ୍ନା

ନୂଆଦିଲ୍ଲୀ : ବରିଷ୍ଠ ଆଇପିଏସ୍ ଅଧିକାରୀ ରବି ସିହ୍ନାଙ୍କୁ ଭାରତର ପ୍ରମୁଖ ଗୁଇନ୍ଦା ଏଜେନ୍ସି ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ୍ (ର’ର ନୂଆ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି । ୧୯୮୮ ବ୍ୟାଚ ଛତିଶଗଡ଼ କ୍ୟାଡରର ଆଇପିଏସ୍  ଅଧିକାରୀ ସିହ୍ନା ବର୍ତ୍ତମାନ କ୍ୟାବିନେଟ୍ ସଚିବାଳୟରେ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି।