ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ।  ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା ଉପରେ ତଦନ୍ତ କରିଛି  ଭିଜିଲାନ୍ସ। ଏନେଇ ପ୍ରଶାନ୍ତଙ୍କଠାରୁ ବହୁ ସୁରାକ୍ ମିଳିଥିବା କୁହାଯାଉଛି।