ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେପି । ଅନ୍ୟ ଦଳ ଓ ନେତାଙ୍କୁ ନିଜ ଦଳରେ ମିଶାଉଛି । ଏହି କ୍ରମରେ ବିଜେପି ନେତୃତ୍ୱାଧୀନ ଏନ୍ଡିଏକୁ ଫେରିଲେ ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ତାଙ୍କ ଦଳ ସୁହେଲଦେବ ଭାରତୀୟ ଜନତା ପାର୍ଟି (SBSP) ଏନ୍ଡିଏରେ ସାମିଲ ହୋଇଛି।ଓମ୍ ପ୍ରକାଶ ରାଜଭର ଏକ ଫଟୋ ଟ୍ୱିଟ୍ କରିଛନ୍ତି। ଏଥିରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ ଅଛନ୍ତି। ଏହି ଟ୍ୱିଟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ