ଭୁବନେଶ୍ବର: ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ଓଡ଼ିଶାରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେଥିପାଇଁ ବିଜେପି ରଣନୀତି ପ୍ରସ୍ତୁତ କରୁଛି । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। ତେଣୁ ଘନ ଘନ କେନ୍ଦ୍ରରୁ ଆସୁଛନ୍ତି ନେତା । ବିଭିନ୍ନ ସମୟରେ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ।ଏହିକ୍ରମରେ ଆଜି ୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିଜେପିର ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିତ୍ୟାନନ୍ଦ ରାୟ ଓଡ଼ିଶା ଆସିଛନ୍ତି।
Trending
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
- ମଝି ଆକାଶରେ ଯାତ୍ରୀ ଅସୁସ୍ଥ ଅନୁଭବ କରିବାକୁ ଏୟାର ଇଣ୍ଡିଆ ବିମାନର ଜରୁରୀକାଳନୀ ଅବତରଣ
- ଅତିରିକ୍ତ ଏସପି ସ୍ତରରେ ବଡ ଧରଣର ଅଦଳବଦଳ