ଭୋପାଳ: ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍ରେ ସକାଳେ ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍ଟି ରାନୀ କମଲାପତି ଷ୍ଟେସନ୍ରୁ ଦିଲ୍ଳୀର ନିଜାମୁଦ୍ଦିନ ଆଡ଼େ ଯାଉଥିବା ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ତେବେ ଘଟଣା ଜଣାପଡିବା ପରେ ସମସ୍ତ ଯାତ୍ରୀଙ୍କୁ ଟ୍ରେନରୁ ବାହାର କରିଦିଆଯାଇଥିଲା । ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍ର ୧୪ ନମ୍ବର କୋଚ୍ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥିଲା। ଅଗ୍ନିଶମ କର୍ମଚାରୀ ଆସି ପହଞ୍ଚି କାର୍ଯ୍ୟ ଆରମ୍ଭ କରିବା ପରେ ନିଆଁକୁ ଆୟତ୍ତ କରିଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହର କରାଯାଇଛି ବୋଲି ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର