ଓଡ଼ିଶା ଷ୍ଟାଫ ସିଲେକ୍ସନ ଆୟୋଗ (ଓଏସଏସସି) ପକ୍ଷରୁ ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଏକ ବଢ଼ିଆ ନିଯୁକ୍ତି ସୁଯୋଗ ଆସିଛି । ଗ୍ରୁପ-ବି ଓ ଗ୍ରୁପ-ସି’ର ବିଭିନ୍ନ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ବୁଣାକାର ସୁପରଭାଇଜର, ମୃତ୍ତିକା ସଂରକ୍ଷଣ ସମ୍ପ୍ରସାରଣ କର୍ମଚାରୀ, ବୈଷୟିକ ସହାୟକ, ଅମିନ ପାଇଁ ଅନେକ ପଦ ଖାଲି ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ନୋଟିଫିକେସନକୁ ପଢ଼ିବା ପରେ ଅନଲାଇନରେ ଆବେଦନ କରିପାରିବେ ।ଜୁନ ମାସ ୨୬ ତାରିଖରୁ ଆସନ୍ତ ଜୁଲାଇ ମାସ ୨୪ ତାରିଖ ମଧ୍ୟରେ ପ୍ରାର୍ଥୀଙ୍କୁ ଆବେଦନ କରିବାକୁ ପଡ଼ିବ । ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୦-୨୧ ବର୍ଷ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ବିଭିନ୍ନ ପଦ ପାଇଁ ବୟସ ଯୋଗ୍ୟତା ଅଲଗା ଅଲଗା ରହିଛି । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ