ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ କେବଳ ନିଜ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ନିଜକୁ ପ୍ରମାଣିତ କରନ୍ତି, କାର୍ଯ୍ୟରେ ନୁହେଁ। ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଶାସନ କାଳରେ କିଛି ରେକର୍ଡ ସୃଷ୍ଟି ହୁଏ ଏବଂ ତାହା ହେଉଛି ପ୍ରତିଶ୍ରୁତି ଦେଇ ତାହାକୁ ପାଳନ ନକରିବା। ଏହାର ଜବାବରେ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ଟୁଇଟ୍ କରି କହିଛନ୍ତି ବିଜେପି ନେତା ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି। ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Prev Post
Next Post