ଭଦ୍ରକ: ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାରରେ ବିଭିନ୍ନ ଶୈବପୀଠରେ ଜଳାଭିଷେକ କରୁଛନ୍ତି ଭକ୍ତ । ବାବା ଲିଙ୍ଗରାଜ, ବାବା ଆଖଣ୍ଡଳମଣିଙ୍କୁ ଜଳାଭିଷେକ ପାଇଁ ଭକ୍ତଙ୍କ ସମାଗମ ଅଧିକ ହୋଇଛି । କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବାବାଙ୍କ ପାଖରେ କାଉଡିଆଙ୍କ ଶୃଙ୍ଖଳିତ ଜଳଲାଗି ପାଇଁ ମନ୍ଦିର ଭିତରେ ଓ ବାହାରେ କଡା ସୁରକ୍ଷା ବ୍ଯବସ୍ଥା କରାଯାଇଛି । ଶ୍ରାବଣ ମାସ ଭଗବାନ ଭୋଳାନାଥଙ୍କର ପ୍ରିୟ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତା’ଛଡ଼ା ଏହି ଶ୍ରାବଣ ସୋମବାର ବ୍ରତ କଲେ ଜୀବନରେ ସୁଖ, ଶାନ୍ତି ମିଳିବା ସହ ସ୍ବାସ୍ଥ୍ୟ ଭଲ ରହିଥାଏ ବୋଲି ସାଧୁମାନେ ମତ ଦେଇଥାନ୍ତି। ନିଷ୍ଠାର ସହ ଏହି ବ୍ରତ କରୁଥିବା ବ୍ୟକ୍ତି ଅକାଳ ମୃତ୍ୟୁ ତଥା ଦୁର୍ଘଟଣାରୁ ବି ବର୍ତ୍ତି ଯାଇଥାନ୍ତି।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର