ଆମେରିକାରୁ ଓଡ଼ିଶାକୁ ଛୁଟୁଛି ନିବେଶ । ଇଲେକଟ୍ରୋନିକ୍ସ ଡିଜାଇନ ଏବଂ ଅଟୋମେସନରେ ଭୁବନେଶ୍ବରରେ ନିବେଶ କରିବା ସହ ଡିଜାଇନ ସେଣ୍ଟର ଖୋଲିବା ପାଇଁ ଆଗ୍ରହ ପ୍ରକାଶ କରିଛି ସିନୋପସିସ । 25ରୁ ଅଧିକ ଦେଶରେ ଇଲେକ୍ଟ୍ରୋନିକ୍ସ ଡିଜାଇନ୍ ଏବଂ ଅଟୋମେସନ୍ କାର୍ଯ୍ୟକ୍ଷମ ଅଛି ସିନୋପସିସ । ଏବେ ଭୁବନେଶ୍ବରରେ ସେଣ୍ଟର ଖୋଲିଲେ 300 ଚିପ୍ ଡିଜାଇନ୍ ଇଞ୍ଜିନିୟର କାର୍ଯ୍ୟକ୍ଷମ ହେଲା ଭଳି ବିସ୍ତାର ହେବ । ଏହି ଟିମ୍ରେ HDG ଆନାଲଗ, HDG ଡିଜାଇନ୍, ହାର୍ଡୱେର୍ ଆନାଲିଟିକ୍ସ, ଏବଂ ହାର୍ଡୱେୟାର ଡେଭଲପମେଣ୍ଟ ଗ୍ରୁପ୍ ଦଳର ସଦସ୍ୟ ରହିବେ । ଏକ ବୈଠକରେ ସେମିକଣ୍ଡକ୍ଟର ଇକୋସିଷ୍ଟମ୍ ଗଠନ ପାଇଁ ସରକାର ଯେଉଁ ପଦକ୍ଷେପ ନେଉଛନ୍ତି ସେ ବିଷୟରେ ଆଲୋଚନା କରାଯାଇଛି । ସେମିକଣ୍ଡକ୍ଟର ଉତ୍ପାଦନ ପାଇଁ ରାଜ୍ୟ ସରକାର ଯେଉଁ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି ତାକୁ ପ୍ରତିନିଧୀ ଦଳ ଦର୍ଶାଇଛନ୍ତି । ରାଜ୍ୟ ସରକାରଙ୍କ ଏହି ପ୍ରତିନିଧୀ ଦଳକୁ ସିନୋପସିସ ଅଧିକାରୀ ଓଡିଶାକୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ