ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୪ ସଂସ୍କରଣକୁ ନେଇ ଆସିଛି ଏକ ବଡ଼ ଖବର । ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଆଇପିଏଲ ସିଜିନକୁ ଶୀଘ୍ର କରାଇବା ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଛି । ପରବର୍ତ୍ତୀ ଆଇପିଏଲ ଭାରତରେ ନୁହେଁ, ବରଂ ବିଦେଶରେ ଆୟୋଜନ ହେବାର ସମ୍ଭାବନା ରହିଛି । ଏହି ଖବରଟି ସମସ୍ତ କ୍ରୀଡ଼ାପ୍ରେମୀଙ୍କୁ ଦେଇଛି ଏକ ବଡ଼ ଝଟକା ।ଏକ ସୂତ୍ର ମୁତାବକ, ଚଳିତ ବର୍ଷ ଭାରତରେ ଦିନିକିଆ ବିଶ୍ୱକପ ଅନୁଷ୍ଠିତ ହେବ । ତେଣୁ ଏହା ଉପରେ ଏବେ ସମସ୍ତଙ୍କର ଧ୍ୟାନ ରହିଛି । ତେବେ ଆସନ୍ତା ବର୍ଷ ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି । ତେବେ ଏହାକୁ ଦୃଷ୍ଟିରେ ରଖି ଭାରତରେ ନୁହେଁ ବରଂ ବିଦେଶରେ ଆଇପିଏଲ ଆୟୋଜନ ହୋଇପାରେ । ଏପରି ସ୍ଥିତିରେ ଆସନ୍ତା ବର୍ଷ ମାର୍ଚ୍ଚ- ମେ ମାସ ମଧ୍ୟରେ ଆଗୁଆ ଭାବେ ଆଇପିଏଲର ସଂସ୍କରଣ ଖେଳାଯାଇପାରେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ