ବଜାର ଦର ଉପରେ ଲଗାମ ନାହିଁ । ପରିବା ଦର କମିଲା ବେଳେ ଡାଲି ଡର ବଢ଼ି ବଢ଼ି ଚାଲିଛି । ଟମାଟୋ ଦର ଏବେ ବି କିଲୋଗ୍ରାମ ପିଛା ୧୦୦ ଟଙ୍କା ଉପରେ ରହିଛି | ପରିବା ଦରକୁ ନେଇ ଏବେ ବି ଖାଉଟି ଚିନ୍ତାରେ ଥିବାବେଳେ ଘରେ ନିତ୍ୟ ବ୍ୟବହାର୍ଯ୍ୟ ହରଡ ଡାଲିର ଦର ମଧ୍ୟ ବଢିଛି | ବାସ୍ତବରେ ବଜାରରେ ଏବେ ହରଡ ଡାଲି କିଲୋ ପିଛା ୧୪୦ରୁ ୧୭୦ ଟଙ୍କା ମଧ୍ୟରେ ବିକ୍ରି ହେଉଛି | ସେହିପରି ବୁଟ ଡାଲି କିଲୋଗ୍ରାମ ପିଛା ୧୦୦ ରୁ ୧୧୦ ଟଙ୍କା ଓ ମୁଗ ଡାଲି ୧୧୦ ରୁ ୧୧୫ ଟଙ୍କା ମଧ୍ୟରେ ବିକ୍ରି ହେଉଛି | ୨୦ ଦିନ ପୂର୍ବରୁ ହରଡ ଡାଲି କିଲୋଗ୍ରାମ ପିଛା ୧୦୫ ରୁ ୧୨୦ ଟଙ୍କା ମଧ୍ୟରେ ଥିଲା |
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post