ଭୁବନେଶ୍ବର: କଂଗ୍ରେସରୁ ନିଲମ୍ବନର ପ୍ରାୟ ୧୫ଦିନ ପରେ ଚିରଞ୍ଜୀବ ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ବାସଭବନକୁ ଯାଇ ସେଠାରେ ଦଳୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଶ୍ରୀ ଜେନା ଓ ଏଆଇସିସି ସାଧାରଣ ସମ୍ପାଦକ ଶରତ ରାଉତଙ୍କ ସହ ବିଚାରବିମର୍ଶ କରିଥିବା ଜଣାପଡ଼ିଛି । ଯାହାକୁ ନେଇ ଏବେ ଚର୍ଚା ଜୋର ଧରିଛି । ଦଳବିରୋଧୀ ଗତିବିଧି ପାଇଁ କଂଗ୍ରେସରୁ ନିଲମ୍ବନ ହେବାର ପ୍ରାୟ ୧୫ଦିନ ପରେ ପୂର୍ବତନ ବିଧାୟକ ଚିରଞ୍ଜିବ ବିଶ୍ୱାଳ ଦଳର ବରିଷ୍ଠ ନେତାମାନଙ୍କୁ ଭେଟି ଆଲୋଚନା କରୁଛନ୍ତି । ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବିଚାରବିମର୍ଶ କରିଛନ୍ତି । କଂଗ୍ରେସରେ ବିଶ୍ୱାଳ ପରିବାରର ଯେଉଁ ପତିଆରା ଥିଲା ତାହା ଏବେ ଆଉ ନାହିଁ ।
Trending
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
- ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ହେଲେ ଆଯୋଧ୍ୟା ରାମ ମନ୍ଦିରର CEO
- ଓଡ଼ିଶାରେ କମିଲା PUCC ଜରିମାନା, ଗାଡ଼ି ଅନୁସାରେ ଲାଗିବ ଅଲଗା ଅଲଗା ଜରିମାନା
- ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ,ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି
- ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା,ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ହୋଇଥିଲେ ଗିରଫ
- ସ୍ୱାୟତ୍ତ ଶାସନ ଦିବସ: ସହରର ବିକାଶ ପାଇଁ ଏକଜୁଟ ହେବାକୁ ଟିଟିଲାଗଡ଼ ପୌରପରିଷଦର ଆହ୍ୱାନ
- ଯେପର୍ଯ୍ୟନ୍ତ ଅତ୍ୟନ୍ତ ଆବଶ୍ୟକ ନହୋଇଛି, ସେପର୍ଯ୍ୟନ୍ତ ସୁନା କିଣିବାରୁ ଦୂରେଇ ରହିବା ଉଚିତ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା ,ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ
- ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମାେହନ ଚରଣ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
- ବାଣ କାରଖାନାରେ ବିସ୍ଫୋରଣ : ୮ ପିଲାଙ୍କ ସମେତ ୧୧ ମୃତ ୫ ଗୁରୁତର