ଭୁବନେଶ୍ୱର : ବଦଳିଲା ଯୁକ୍ତ ଦୁଇ ସିଲାବସ ଆଉ ପରୀକ୍ଷା ପ୍ରଣାଳୀ। ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି। ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲବସ ଅନୁଯାୟୀ ହେବ। CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ କମିଟି ନୂଆ ସିଲାବସ୍ ଉପରେ ମୋହର ମାରିଛି।ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍ ପରୀକ୍ଷା ହେବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍ ପରୀକ୍ଷାରୁ ୨୦% ମାର୍କ ଆଧାର ରେ ଛାତ୍ର ଛାତ୍ରୀ ମାର୍କ ପାଇବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ କଳା ଓ ବାଣିଜ୍ୟ ବିଭାଗ ବିଷୟରେ ଶିଲାବସ୍ ପରିବର୍ତ୍ତନ ହୋଇନି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ