ଚଣ୍ଡିଗଡ଼: ହରିୟାଣା ହିଂସା ପଛରେ ସୋସିଆଲ ମିଡିଆର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସାମାଜିକ ଗଣମାଧ୍ୟମରେ ଉତ୍ତେଜିତ କଲା ଭଳି ପୋଷ୍ଟ ସେୟାର ଦ୍ବାରା ହିଂସା ଆହୁରି ଜୋର ଧରିଥିଲା । ଲୋକେ ଉତ୍ତେଜିତ ହୋଇ ହିଂସାରେ ସାମିଲ ହୋଇଥିଲେ । ଏଭଳି ବୟାନ ଦେଇଛନ୍ତି ହରିୟାଣା ଗୃହମନ୍ତ୍ରୀ ଅନୀଲ ବିଜ୍ । ଏଥିପାଇଁ ଏକ ତିନି ଜଣିଆ କମିଟି ଗଠନ ହୋଇଛି । ସୋସିଆଲ ମିଡିଆରେ ୨୧ ଜୁଲାଇରୁ ୩୧ ଜୁଲାଇ ମଧ୍ୟରେ ହିଂସାକାଣ୍ଡକୁ ନେଇ ହୋଇଥିବା ପୋଷ୍ଟକୁ ସମୀକ୍ଷା କରାଯିବ । ଯେଉଁମାନେ ଏଭଳି ପୋଷ୍ଟ କରିଥିବେ ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ । ଏଥିସହ ଲୋକଙ୍କୁ ଏଭଳି ପୋଷ୍ଟ ସୋସିଆଲ ମିଡିଆରେ ସେୟାର ନକରିବାକୁ ପରାମର୍ଶ ଦେଇଛନ୍ତି ଗୃହମନ୍ତ୍ରୀ ଅନିଲ ବିଜ୍ ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର