ଭୁବନେଶ୍ୱର: ଘୁଞ୍ଚିଲା ୟୁଜି ଓ ପିଜି ନାମଲେଖା ତାରିଖ। ରାଜ୍ୟରେ ବର୍ଷାଜନିତ ଖରାପ ପାଣିପାଗ ଯୋଗୁଁ ଦେଖାଦେଇଥୀବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି।ୟୁଜି ନାମଲେଖା ଓ ଆବେଦନକାରୀଙ୍କ ଦ୍ବିତୀୟ ପର୍ଯ୍ୟାୟ ଚୟନ ଏବଂ ପିଜି ପ୍ରଥମ ପର୍ଯ୍ୟାୟ ଚୟନକୁ ଆଗାମୀ ୫ ତାରିଖ ଶନିବାରକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ଉପ ନିର୍ଦ୍ଦେଶକ।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Prev Post