ବଲାଙ୍ଗୀର: ବଲାଙ୍ଗୀର ଗସ୍ତର ଦ୍ବିତୀୟ ଦିନରେ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ବଲାଙ୍ଗୀର ସମଲେଇ ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ରୂପାନ୍ତରଣ ନେଇ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଭବ୍ୟ ମନ୍ଦିର ନିର୍ମାଣ କରାଯିବ ।ଜିଲ୍ଲା ମନ୍ଦିରର ପ୍ଲାନ କରି ପଠାଇବେ ବୋଲି କହିଛନ୍ତି 5T ସଚିବ । ମନ୍ଦିରର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଲୋକଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କରୁଛନ୍ତି ।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post
Next Post