କେନ୍ଦ୍ରର କ୍ଷମତାସୀନ ନରେନ୍ଦ୍ର ମୋଦି ସରକାର ଆସନ୍ତାକାଲି ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବେ। ମଣିପୁର ପ୍ରସଙ୍ଗରେ ଆସନ୍ତକାଲି ଦିନ ୧୨ଟାରୁ ଠାରୁ ୧୦ ତାରିଖ ସନ୍ଧ୍ୟା ୭ଟା ଯାଏ ଏହି ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ୧୩୫ ଦିନ ପରେ ସାଂସଦ ପଦ ଫେରି ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଅନାସ୍ଥା ପ୍ରସ୍ତାବ ଉପରେ ନିଜର ମତ ରଖିବେ।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ