ଭୁବନେଶ୍ୱର: ରୂପାନ୍ତରିତ ହେବ ବାଲେଶ୍ବରର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ବର ମନ୍ଦିର । ମନ୍ଦିରର ନବକଳେବର ପାଇଁ ମାଷ୍ଟରପ୍ଲାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୧୫ କୋଟି ୫୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି । ଫାଇଭ-ଟି ଉପକ୍ରମରେ ସମଗ୍ର ପୀଠର ରୂପାନ୍ତରଣ କରାଯିବ । ମନ୍ଦିରର ଉନ୍ନତିକରଣ ସହିତ ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ । ଗତ ଜୁନ୍ ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ ପଞ୍ଚଲିଙ୍ଗେଶ୍ବର ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତିକରଣ ପାଇଁ ମନ୍ଦିରର ସେବାୟତ, ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରି ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ମାଷ୍ଟରପ୍ଲାନ ଅନୁସାରେ ସଂପୂର୍ଣ୍ଣ ପ୍ରକଳ୍ପକୁ ୪ଟି ଜୋନ୍ରେ ବିଭକ୍ତ କରାଯାଇ ବିକଶିତ କରାଯିବ ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ