ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୍ ୧୯ଟି ପ୍ରସ୍ତାବରେ ମୋହର ବାଜିଛି । ରାଜ୍ୟର ୪ ହଜାର ୩୩୭ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସରକାର ବ୍ୟାଙ୍କିଂ ସେବା ଯୋଗାଇ ଦେବେ । ସିଏସପି ପ୍ଲସ୍ ବ୍ୟାଙ୍କିଂ ଆଉଟଲେଟ୍ ଦ୍ବାରା ସରକାର ଏହି ସେବା ଯୋଗାଇ ଦେବେ । ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ । ସେହିପରି ରାଜ୍ୟରେ ଖାଲି ପଡ଼ିଥିବା ପଦବୀରେ ଅନୁସୂଚିତ ଜାତି ଜନଜାତିଙ୍କ ନିଯୁକ୍ତି ସଂପର୍କିତ ଅଧ୍ୟାଦେଶକୁ କ୍ୟାବିନେଟ୍ ମଂଜୁରୀ ଓଡ଼ିଶା ମୋବାଇଲ୍ ଟାଓ୍ବାର ଓ ଟେଲିଗ୍ରାଫ ଲାଇନ୍ ଓଏଫସି ଏବଂ ଏହି ସଂପର୍କିତ ଭିତ୍ତିଭୂମି ସଂଶୋଧନ ପଲିସିକୁ ଅନୁମୋଦନ ମିଳିଛି । ନାଇଜର ପରିସରରେ ହେବାକୁ ଥିବା ଟାଟା କ୍ୟାନସର ହସ୍ପିଟାଲ ପାଇଁ ଜଟଣୀରେ ୪୮ ଏକରରୁ ଅଧିକ ଜମି ଲିଜ୍ ସୂତ୍ରରେ ଦିଆଯାଇଛି ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post