ନୂଆଦିଲ୍ଲୀ: ଆପ୍ ସାଂସଦ ରାଘବ ଚଡ୍ଡା ନିଲମ୍ବିତ । ବିଶେଷ ଅଧିକାର ସମିତିର ରିପୋର୍ଟ ଆସିବା ଯାଏଁ ରାଜ୍ୟସଭାରୁ ନିଲମ୍ବିତ । ଦିଲ୍ଲୀ ସେବା ବିଲ ସିଲେକ୍ଟ କମିଟିକୁ ପଠାଇବା ପାଇଁ ରାଜ୍ୟସଭାରେ ଆଗତ ହୋଇଥିବା ପ୍ରସ୍ତାବରେ ରାଘବ ଦସ୍ତଖତ ଜାଲିଆତି କରିଥିବା ବିଜେଡି, ବିଜେପି ଏବଂ କିଛି ସାଂସଦ ଅଭିଯୋଗ କରିଥିଲେ । ବିଶୃଙ୍ଖଳିତ ଆଚରଣ ପାଇଁ ପୂର୍ବରୁ ଆପ୍ ସାଂସଦ ସଞ୍ଜୟ ସିଂଙ୍କୁ ରାଜ୍ୟସଭାରୁ ନିଲମ୍ବନ କରିଥିଲେ ସଭାପତି ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ