ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । OPSC ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି ।୧୮ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST ପ୍ରାର୍ଥୀଙ୍କ ପାଇଁ ୨୪୬୫, SC ପ୍ରାର୍ଥୀଙ୍କ ପାଇଁ ୧୫୯୭ ପଦ ସଂରକ୍ଷିତ ଥିବାବେଳେ SEBC ପ୍ରାର୍ଥୀଙ୍କ ପାଇଁ ୭୧୪ ପଦବୀ ସଂରକ୍ଷିତ ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ