ବଲାଙ୍ଗୀର: ବଲାଙ୍ଗୀର ଟାଉନ ଥାନାରେ ରାଜ ପରିବାରର ବୋହୂ । ଅନଙ୍ଗ ଉଦୟ ସିଂହଦେଓଙ୍କ ସାନବୋହୂ ତଥା ଅର୍କେଶ ସିଂହଦେଓଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ ହୋଇଛନ୍ତି । ପ୍ୟାଲେସକୁ ଯିବା ପାଇଁ ଅଦ୍ରିଜା ପୋଲିସ ସୁରକ୍ଷା ମାଗିଛନ୍ତି । ଶ୍ୱଶୁର ଘରେ ଥିବା ତାଙ୍କର କିଛି ଜିନିଷ ନେବା ପାଇଁ ସେ ପୋଲିସ ସହାୟତାରେ ଯିବେ । ଗତ ଡିସେମ୍ବର ମାସରେ ସ୍ଵାମୀ ଅର୍କେଶ ନାରାୟଣ ସିଂହଦେଓଙ୍କ ନାଁରେ ଅଦ୍ରିଜା ଡେରାଡୁନ ଥାନାରେ ନିର୍ଯାତନା ଅଭିଯୋଗ କରିଥିଲେ ।
Trending
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
Prev Post