ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ : ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କଲା ଚନ୍ଦ୍ରଯାନ-୩ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ କରିଛି ଅବତରଣ । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଇସ୍ରୋ ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
A historic day for #India as #Chandrayaan3 became the first-ever spacecraft to successfully land near the South Pole of #Moon. Landing on the uncharted part of our celestial neighbour is remarkable achievement for Indian science and a giant leap for mankind. Congratulate the… pic.twitter.com/kDLDyFKsyk
— Naveen Patnaik (@Naveen_Odisha) August 23, 2023
ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଭାରତ ହେଉଛି ଚତୁର୍ଥ ଦେଶ । ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ରୋ ବୈଜ୍ଞାନିକ ଓ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ଏହା ଐତିହାସିକ ଦିନ । ଏହା ଭାରତର ବିଜ୍ଞାନ ପାଇଁ ଉଦୟର କ୍ଷଣ ବୋଲି ସେ କହିଛନ୍ତି ।