ଭୁବନେଶ୍ବର: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀ ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ। ନୂଆଦିଲ୍ଲୀରେ ଓଡ଼ିଶାର ୫ ଜଣ ବିଧାୟକ ରାହୁଲ ଗାନ୍ଧୀଙ୍କୁ ଭେଟି ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ରାହୁଲଙ୍କ ସହ ଆଲୋଚନା କାଳରେ ରାଜ୍ୟ କଂଗ୍ରେସ ସଙ୍ଗଠନ ନେଇ ବି ବିସ୍ତୃତ ଆଲୋଚନା ହୋଇଛି।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର