ପଞ୍ଜାବରେ ଆମ୍ ଆଦମୀ ପାର୍ଟି (ଆପ୍) ସରକାର ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ ତୀବ୍ର ହେବାରେ ଲାଗି ଥିବାରୁ ଆଗାମୀ ଦିନରେ ରାଷ୍ଟ୍ରପତି ଶାସନ ଲାଗୁ ହେବାର ସଂଭାବନା ସୃଷ୍ଟି ହୋଇଛି । ମୁଖ୍ୟମନ୍ତ୍ରୀ ବାରମ୍ବାର ରାଜ୍ୟପାଳଙ୍କ ନିର୍ଦେଶ ମାନୁନଥିବାରୁ ରାଜ୍ୟପାଳ ଚେତାବନୀ ଦେଇଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭଗଓ୍ଵନ୍ତ ମାନ ସରକାରୀ ଚିଠିର ଉତ୍ତର ନ ଦେବାରୁ ସେ ରାଜ୍ୟରେ ରାଷ୍ଟ୍ରପତି ଶାସନ ପାଇଁ ସୁପାରିସ କରିପାରନ୍ତି। ଏହାକୁ ନେଇ ଏବେ ପଂଜାବ ରାଜନୀତି ଦିଲ୍ଲୀରେ ଆଲୋଚନା ହେଉଛି ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post
Next Post