ନୟାଗଡ଼: ବିକାଶ ପାଇଁ ଅର୍ଥ ଯୋଗାଇ ଦେଇଥିବାରୁ ଧନ୍ୟବାଦ ଜଣାଇଲେ ନୟାଗଡ଼ବାସୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଫାଇଭ-ଟି ସଚିବ ଦଶପଲ୍ଲାରେ କିଛି ବାକି ଥିବା ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଥିଲେ । ପରେ ମୁଖ୍ୟମନ୍ତ୍ରୀ ଏହାର ଉନ୍ନତି ପାଇଁ ଅର୍ଥ ଅନୁମୋଦନ କରିଛନ୍ତି । ଆଜି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ ,ଦଶପଲ୍ଲା ବ୍ଲକ ବିଜେଡି ସଭାପତି ସୁଦାମ ଚରଣ ନାୟକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁଙ୍କ ସମେତ ବହୁ ବିଜେଡି କର୍ମୀ ଏବଂ ଜନସାଧାରଣ ମହାବୀର ମନ୍ଦିର ଠାରୁ ବାଇକ ରାଲିରେ ବାହାରି ବିଭିନ୍ନ ସ୍ଥାନକୁ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
Trending
- ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
- ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଆତଙ୍କବାଦୀମାନଙ୍କୁ ସେମାନଙ୍କ ଧର୍ମ ଦେଖି ନୁହେଁ, ସେମାନଙ୍କ କାର୍ଯ୍ୟକୁ ଆଧାର କରି ହତ୍ୟା କରିଛି ଭାରତ –
- ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
- ନବରାତ୍ରର ପ୍ରଥମ ଦିନ
- ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
- ବର୍ତ୍ତମାନ କରାଯାଇଥିବା GST ସଂସ୍କାର ଦ୍ୱାରା ଘର ନିର୍ମାଣ, ଗାଡ଼ି କିଣିବା, ବୁଲାବୁଲି ଖର୍ଚ୍ଚ କମିବ – ପ୍ରଧାନମନ୍ତ୍ରୀ
- ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
- ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ